17/11/2025
ଓଡ଼ିଶା ସଙ୍ଗୀତ ଜଗତର ଅମଳିନ ପ୍ରତିଭା ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହିତ ଏ ଦୁଃସମୟକୁ ସାମ୍ନା କରିବା ପାଇଁ ଈଶ୍ବର ତାଙ୍କ ପରିବାରକୁ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରୁଛି।